ହୋଶେୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’ Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ମୁଁ ଫେରି ଆପଣା ପ୍ରଥମ ସ୍ଵାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା। Gade chapit laଓଡିଆ ବାଇବେଲ7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, “ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।” Gade chapit laପବିତ୍ର ବାଇବଲ7 ସେ ତା'ର ପ୍ରିୟ ପ୍ରେମିକ ପଛରେ ଧାଇଁବ, କିନ୍ତୁ ସେ ସେମାନଙ୍କୁ ମଧ୍ୟ ଧରି ପାରିବ ନାହିଁ। ସେ ସେମାନଙ୍କୁ ବହୁ ଖୋଜିବ କିନ୍ତୁ ପାଇପାରିବ ନାହିଁ। ତା'ପରେ ସେ କହିବ, ‘ମୁଁ ମୋର ପ୍ରଥମ ପ୍ରେମିକ, ପରମେଶ୍ୱରଙ୍କ ନିକଟକୁ ଫେରିଯିବି। ତାଙ୍କ ପାଖରେ ଥିଲା ବେଳେ ମୋର ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।’ Gade chapit la |
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।