Biblia Todo Logo
Bib sou entènèt

- Piblisite -




ହୋଶେୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ’ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ମୁଁ ତାକୁ କହିଲି, “ତୁମ୍ଭେ ମୋ’ ସହିତ ଗୃହରେ ବହୁ ଦିନ ପର୍ଯ୍ୟନ୍ତ ରହିବ। ତୁମ୍ଭେ ବ୍ୟଭିଗ୍ଭରିଣୀ ପରି ହେବ ନାହିଁ। ତୁମ୍ଭେ ଅନ୍ୟ ସହିତ ରହିବ ନାହିଁ ଏବଂ ମୁଁ ତୁମ୍ଭର ସ୍ୱାମୀ ହେବି।”

Gade chapit la Kopi




ହୋଶେୟ 3:3
2 Referans Kwoze  

ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।


କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;


Swiv nou:

Piblisite


Piblisite