ହୋଶେୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Gade chapit laଓଡିଆ ବାଇବେଲ18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Gade chapit laପବିତ୍ର ବାଇବଲ18 ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।