ହୋଶେୟ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laଓଡିଆ ବାଇବେଲ9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ9 ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା। Gade chapit la |