ହୋଶେୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରୁତ ଓ ବିଚାରରେ କ୍ଳିଷ୍ଟ ହୋଇଅଛି। Gade chapit laଓଡିଆ ବାଇବେଲ11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି। Gade chapit laପବିତ୍ର ବାଇବଲ11 ଇଫ୍ରୟିମ ଦଣ୍ତିତ ହେବ। ସେ ଦ୍ରାକ୍ଷାଫଳ ପରି ଦଳି ଚକଟି ହୋଇଯିବ। କାରଣ ସେ କଳୁଷିତ ପଛରେ ଅନୁସରଣ କରିବାକୁ ସ୍ଥିର କରିଛି। Gade chapit la |