ହୋଶେୟ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। Gade chapit laଓଡିଆ ବାଇବେଲ1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। Gade chapit laପବିତ୍ର ବାଇବଲ1 “ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”