Biblia Todo Logo
Bib sou entènèt

- Piblisite -




ହୋଶେୟ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେ ଇସ୍ରାଏଲ ରାଜ୍ୟରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରୟିମ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ଥିଲେ। ଇସ୍ରାଏଲ ପାପରେ କଳୁଷିତ।

Gade chapit la Kopi




ହୋଶେୟ 6:10
14 Referans Kwoze  

ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,


କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।


ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।


ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


Swiv nou:

Piblisite


Piblisite