ହୋଶେୟ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ , ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ। Gade chapit laଓଡିଆ ବାଇବେଲ3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ। Gade chapit laପବିତ୍ର ବାଇବଲ3 ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା। ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।” Gade chapit la |