ହୋଶେୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି। Gade chapit laଓଡିଆ ବାଇବେଲ9 ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି। Gade chapit laପବିତ୍ର ବାଇବଲ9 ଡକାୟତମାନଙ୍କ ପରି ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସେହିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତାରେ ଅପେକ୍ଷା କରନ୍ତି ଓ ସେମାନଙ୍କୁ ଆକ୍ରମଣ କରନ୍ତି। ସେମାନେ ଏକତ୍ରିତ ହୋଇ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି। Gade chapit la |