ହୋଶେୟ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି , ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit laଓଡିଆ ବାଇବେଲ14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit laପବିତ୍ର ବାଇବଲ14 ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି। ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସେମାନେ ନିଜେ ନିଜକୁ ହତ୍ୟା କରନ୍ତି। କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ'ଠାରୁ ଦୂରେଇ ଯାଇଛି। Gade chapit la |