ହୋଶେୟ 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit laଓଡିଆ ବାଇବେଲ5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit laପବିତ୍ର ବାଇବଲ5 ଆମ୍ଭ ରାଜାଙ୍କ ରାଜତ୍ୱକାଳରେ ସେମାନେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସେମାନେ ଭୋଜିରେ ପାନୀୟ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପରେ ନେତୃମଣ୍ତଳୀ ଅସୁସ୍ଥ ହୋଇପଡ଼ନ୍ତି। ତେଣୁ ରାଜା ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।