Biblia Todo Logo
Bib sou entènèt

- Piblisite -




ହୋଶେୟ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତୁନ୍ଦୁରୁ ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର ରୁଟୀ ପ୍ରସ୍ତୁତକାରୀ ରାତ୍ରିଯାକ ନିଦ୍ରିତ ହୁଏ; ପ୍ରାତଃକାଳରେ ତାହା ପ୍ରଜ୍ଵଳିତ ଅଗ୍ନି ପରି ଜ୍ଵଳଇ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।

Gade chapit la Kopi

ପବିତ୍ର ବାଇବଲ

6 କୋଇଲାକୁ ଚୁଲ୍ଲୀରେ ଦେବାପରି ସେମାନେ ତାଙ୍କର ହୃଦୟକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରିତ କରନ୍ତି। ରାତ୍ରିସାରା ସେମାନଙ୍କ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତରେ ଜ୍ୱଳନ୍ତ ଅଗ୍ନିପରି ହୁଏ।

Gade chapit la Kopi




ହୋଶେୟ 7:6
8 Referans Kwoze  

ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।


ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।


Swiv nou:

Piblisite


Piblisite