Biblia Todo Logo
Bib sou entènèt

- Piblisite -




ହୋଶେୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ଵକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ଇଫ୍ରୟିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ୱାରା ନିସ୍ତେଜ ହୋଇଯାଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।

Gade chapit la Kopi




ହୋଶେୟ 7:9
10 Referans Kwoze  

କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।


ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।


ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।


ଯିହୋୟାହସ୍‍ଙ୍କ ଅଧିକାରର ସମସ୍ତ କାଳ ଅରାମର ରାଜା ହସାୟେଲ ଇସ୍ରାଏଲ ପ୍ରତି ଅତ୍ୟାଚାର କଲା।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


Swiv nou:

Piblisite


Piblisite