ହୋଶେୟ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ। Gade chapit laଓଡିଆ ବାଇବେଲ6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ। Gade chapit la |
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।