Biblia Todo Logo
Bib sou entènèt

- Piblisite -




ହୋଶେୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।

Gade chapit la Kopi

ଓଡିଆ ବାଇବେଲ

9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।

Gade chapit la Kopi

ପବିତ୍ର ବାଇବଲ

9 ଗୋଟିଏ ବନ୍ୟ ଗଧ ନିଜ ସାଥୀ ଖୋଜିବାକୁ ଗଲାପରି, ଇଫ୍ରୟିମ ଅଶୂରକୁ ଯାଇଛନ୍ତି। ସେମାନେ ନିଜ ପାଇଁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଛନ୍ତି।

Gade chapit la Kopi




ହୋଶେୟ 8:9
13 Referans Kwoze  

ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।


ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


Swiv nou:

Piblisite


Piblisite