Biblia Todo Logo
Bib sou entènèt

- Piblisite -




ହୋଶେୟ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।”

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ଦେଖି ପାରୁଛୁ ଇଫ୍ରୟିମ ତା'ର ପିଲାମାନଙ୍କୁ ଯନ୍ତା ମଧ୍ୟକୁ ନେଉଛି। ଇଫ୍ରୟିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।

Gade chapit la Kopi




ହୋଶେୟ 9:13
13 Referans Kwoze  

ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।


ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।


ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।


ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।


Swiv nou:

Piblisite


Piblisite