Biblia Todo Logo
Bib sou entènèt

- Piblisite -




ହୋଶେୟ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।

Gade chapit la Kopi

ଓଡିଆ ବାଇବେଲ

14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।

Gade chapit la Kopi

ପବିତ୍ର ବାଇବଲ

14 ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସେମାନଙ୍କୁ ଦିଅ। ଶିଶୁହରା ଗର୍ଭାଶୟ ସେମାନଙ୍କୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସେମାନଙ୍କୁ ଦିଅ।

Gade chapit la Kopi




ହୋଶେୟ 9:14
11 Referans Kwoze  

କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।


ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,


ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।


ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।


ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।


ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।


ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।


ତୁମ୍ଭ ଔରସର ସନ୍ତାନ, ଭୂମିର ଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;


Swiv nou:

Piblisite


Piblisite