ହୋଶେୟ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ମୋର ପରମେଶ୍ଵର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Gade chapit laଓଡିଆ ବାଇବେଲ17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Gade chapit laପବିତ୍ର ବାଇବଲ17 ଏହି ଲୋକମାନେ ମୋର ପରମେଶ୍ୱରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସେମାନଙ୍କ କଥା ଶୁଣିବେ ନାହିଁ। ସେମାନେ ବସହରା ହୋଇ ଯାଯାବର ପରି ଏଣେତେଣେ ଦେଶର ସବୁଆଡ଼େ ବୁଲିବେ। Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।