ହୋଶେୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Gade chapit laଓଡିଆ ବାଇବେଲ9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Gade chapit laପବିତ୍ର ବାଇବଲ9 ଗିବିୟାର ସମୟ ପରି ଇସ୍ରାଏଲୀୟମାନେ ଧ୍ୱଂସର ଗଭୀରତମ ସ୍ଥାନକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କର ପାପକୁ ସ୍ମରଣ କରିବେ। ସେ ସେମାନଙ୍କ ପାପ ଲାଗି ଦଣ୍ତ ଦେବେ। Gade chapit la |
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,