ଯିଶାଇୟ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; Gade chapit laଓଡିଆ ବାଇବେଲ16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; Gade chapit laପବିତ୍ର ବାଇବଲ16 “ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”