ଯିଶାଇୟ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ। Gade chapit laଓଡିଆ ବାଇବେଲ26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ। Gade chapit laପବିତ୍ର ବାଇବଲ26 ଆଦ୍ୟ ସମୟ ପରି ମୁଁ ବିଗ୍ଭରକାରୀଗଣଙ୍କୁ ଫେରାଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନ କରିବି। ତା'ପରେ ତୁମ୍ଭେ ‘ଉତ୍ତମ ଓ ବିଶ୍ୱସ୍ତ ନଗରୀ ବୋଲି କଥିତ ହେବ।”’ Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।