ଯିଶାଇୟ 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit laଓଡିଆ ବାଇବେଲ28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। Gade chapit laପବିତ୍ର ବାଇବଲ28 ମାତ୍ର ସମସ୍ତ ଅଧର୍ମାଗ୍ଭରୀ ଓ ପାପୀଗଣ ବିନଷ୍ଟ ହେବେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସେମାନେ ସଂହାରିତ ହେବେ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।