Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?

Gade chapit la Kopi

ଓଡିଆ ବାଇବେଲ

15 କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?

Gade chapit la Kopi

ପବିତ୍ର ବାଇବଲ

15 ଗୋଟିଏ କୁହ୍ରାଡ଼ି କ’ଣ ତା'ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

Gade chapit la Kopi




ଯିଶାଇୟ 10:15
9 Referans Kwoze  

ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


Swiv nou:

Piblisite


Piblisite