ଯିଶାଇୟ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ଵରୂପ ହେବ ଓ ତାହାର ଧର୍ମସ୍ଵରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ଵଳି ଏକ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। Gade chapit laଓଡିଆ ବାଇବେଲ17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। Gade chapit laପବିତ୍ର ବାଇବଲ17 ଇସ୍ରାଏଲର ଜ୍ୟୋତିଃ ଗୋଟିଏ ଜ୍ୱଳନ୍ତ ଅଗ୍ନି ପରି ହେବେ। ସେହି ଧର୍ମସ୍ୱରୂପ ଏକ ଶିଖା ସଦୃଶ ହେବେ। ସେହି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ। Gade chapit la |