Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।

Gade chapit la Kopi

ପବିତ୍ର ବାଇବଲ

19 କେବଳ ବଣରେ ଅଳ୍ପ କେତୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣି ପାରିବ।

Gade chapit la Kopi




ଯିଶାଇୟ 10:19
5 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”


ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।


ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।


ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।


Swiv nou:

Piblisite


Piblisite