ଯିଶାଇୟ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit laଓଡିଆ ବାଇବେଲ20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit laପବିତ୍ର ବାଇବଲ20 ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ। Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”