ଯିଶାଇୟ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ। Gade chapit laଓଡିଆ ବାଇବେଲ33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ। Gade chapit laପବିତ୍ର ବାଇବଲ33 ଦେଖ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମରେ ଏହା କରିବେ। ମହାନ ଓ ପ୍ରଧାନ ବ୍ୟକ୍ତିମାନଙ୍କୁ ଛେଦନ କରାଯିବ। ସେହି ଉନ୍ନତମାନେ ନତ ହେବେ। Gade chapit la |