ଯିଶାଇୟ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକ-ମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମରୁ, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ଵୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ଵିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Gade chapit laଓଡିଆ ବାଇବେଲ11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Gade chapit laପବିତ୍ର ବାଇବଲ11 ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୂର ଦେଶରୁ ଆସିବେ। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”