ଯିଶାଇୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର । Gade chapit laଓଡିଆ ବାଇବେଲ4 ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। Gade chapit laପବିତ୍ର ବାଇବଲ4 ତା'ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମରେ ପ୍ରାର୍ଥନା କର। ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।” Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।