ଯିଶାଇୟ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ। Gade chapit laଓଡିଆ ବାଇବେଲ14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ। Gade chapit laପବିତ୍ର ବାଇବଲ14 ଆହତ ହରିଣ ଓ ପାଳକହୀନ ମେଷପାଳକମାନଙ୍କ ପରି ବାବିଲର ଲୋକମାନେ ପଳାୟନ କରିବେ। ସେମାନେ ସମସ୍ତେ ନିଜ ଦେଶ ଓ ଗୋଷ୍ଠୀ ଆଡ଼କୁ ଧାବିତ ହେବେ। Gade chapit la |