ଯିଶାଇୟ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ। Gade chapit laଓଡିଆ ବାଇବେଲ17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ। Gade chapit laପବିତ୍ର ବାଇବଲ17 ପରମେଶ୍ୱର କୁହନ୍ତି, “ବାବିଲର ବିପକ୍ଷରେ ଆକ୍ରମଣ ପାଇଁ ମୁଁ ମାଦୀୟମାନଙ୍କୁ ନିୟୋଜିତ କରିବି। ରୌପ୍ୟ ଓ ସୁବର୍ଣ୍ଣ ଲାଞ୍ଚ ପାଇଲେ ମଧ୍ୟ ମାଦୀୟର ସୈନ୍ୟମାନେ କେବେ ଆକ୍ରମଣରୁ ନିବୃତ୍ତ ହେବେ ନାହିଁ। Gade chapit la |