Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ ?

Gade chapit la Kopi

ପବିତ୍ର ବାଇବଲ

10 ସେ ସମସ୍ତ ପ୍ରାଚୀନଗଣ ପରିହାସ କରି କହିବେ, “ବର୍ତ୍ତମାନ ତୁମ୍ଭେମାନେ ଆମ୍ଭ ପାଇଁ ମୃତ ପ୍ରାୟ। ତୁମ୍ଭେମାନେ ଆମ୍ଭମାନଙ୍କ ପାଇଁ ସମାନ।”

Gade chapit la Kopi




ଯିଶାଇୟ 14:10
7 Referans Kwoze  

ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।


କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।


ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।


ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;


Swiv nou:

Piblisite


Piblisite