ଯିଶାଇୟ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକି କମ୍ପାନ୍ଵିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit laଓଡିଆ ବାଇବେଲ16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit laପବିତ୍ର ବାଇବଲ16 ଲୋକମାନେ ତୁମ୍ଭକୁ ଗ୍ଭହିଁବେ ଓ ତୁମ୍ଭ ବିଷୟରେ ଚିନ୍ତା କରିବେ। ସେମାନେ ଦେଖିବେ ତୁମ୍ଭେମାନେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, “ଏହା କ’ଣ? ସେମାନେ ସେହି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ୟର ଦୁଃଖର କାରଣ ହୋଇଥିଲେ। Gade chapit la |
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।