Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପିତୃପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।

Gade chapit la Kopi

ପବିତ୍ର ବାଇବଲ

21 ସେମାନଙ୍କ ଦୋଷ ଯୋଗୁଁ ସେମାନଙ୍କର ପିଲାମାନଙ୍କୁ ହତ୍ୟା କର। ଯେପରିକି ସେମାନଙ୍କର ବଂଶଧର ପୁନର୍ବାର ଦେଶର ଶାସକ ହେବେ ନାହିଁ ଓ ଜଗତକୁ ସେମାନଙ୍କ ନଗରରେ ପରିପୂର୍ଣ୍ଣ କରିବେ ନାହିଁ।

Gade chapit la Kopi




ଯିଶାଇୟ 14:21
7 Referans Kwoze  

ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।


ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।


ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।


Swiv nou:

Piblisite


Piblisite