Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,,

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”

Gade chapit la Kopi

ପବିତ୍ର ବାଇବଲ

22 ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, “ମୁଁ ସେମାନଙ୍କ ବିପକ୍ଷରେ ଉଠିବି ଓ ଲଢ଼ିବି। ମୁଁ ପ୍ରସିଦ୍ଧ ବାବିଲ ନଗର ଧ୍ୱଂସ କରିବି। ତା'ର ସମସ୍ତ ଲୋକଙ୍କୁ ଉଚ୍ଛିନ୍ନ କରିବି। ଆଉ ମଧ୍ୟ ସେମାନଙ୍କର ପୁତ୍ର, ନାତି ଓ ଅଣନାତିମାନଙ୍କୁ ଧ୍ୱଂସ କରିବି।” ସଦାପ୍ରଭୁ ନିଜେ ଏହିସବୁ କହିଥିଲେ।

Gade chapit la Kopi




ଯିଶାଇୟ 14:22
15 Referans Kwoze  

ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।


ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।


ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”


ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।


ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”


ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।


Swiv nou:

Piblisite


Piblisite