ଯିଶାଇୟ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit laଓଡିଆ ବାଇବେଲ26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit laପବିତ୍ର ବାଇବଲ26 ଏହା ମୋର ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦେବା ପାଇଁ ମୋର ଶକ୍ତି ପ୍ରୟୋଗ କରିବି।” Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।