Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ହେ ନଗର-ଦ୍ଵାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।

Gade chapit la Kopi

ପବିତ୍ର ବାଇବଲ

31 ନଗରର ଦ୍ୱାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହେବ। ମହମ ସଦୃଶ ତୁମ୍ଭର ସାହସ ତରଳି ଯିବ। ଉତ୍ତର ଦିଗକୁ ଗ୍ଭହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ୟ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ସମସ୍ତ ସୈନ୍ୟ ଶକ୍ତିଶାଳୀ।

Gade chapit la Kopi




ଯିଶାଇୟ 14:31
13 Referans Kwoze  

ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।


ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;


“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।


ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।


ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।


ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।


“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;


“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।


କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


Swiv nou:

Piblisite


Piblisite