ଯିଶାଇୟ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା। Gade chapit laଓଡିଆ ବାଇବେଲ9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା। Gade chapit laପବିତ୍ର ବାଇବଲ9 ଦୀମୋନର ଜଳସମୂହ ରକ୍ତମୟ ହେବ। ମୁଁ ଦୀମୋନ ପ୍ରତି ଅଧିକ ଦୁଃଖ ଆଣିବି। ମୋୟାବର ପଳାତକ ଓ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ମୁଁ ଏକ ସିଂହ ଆଣିବି ଯେ କି ସେମାନଙ୍କୁ ଭକ୍ଷ୍ୟଣ କରିବ। Gade chapit la |