ଯିଶାଇୟ 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି। Gade chapit laଓଡିଆ ବାଇବେଲ14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି। Gade chapit laପବିତ୍ର ବାଇବଲ14 ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ। Gade chapit la |