ଯିଶାଇୟ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି। Gade chapit laଓଡିଆ ବାଇବେଲ14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି। Gade chapit laପବିତ୍ର ବାଇବଲ14 ସଦାପ୍ରଭୁ ମିଶରୀୟମାନଙ୍କୁ ବିଭ୍ରାନ୍ତ କରାଇଛନ୍ତି। ସେମାନେ ନିଜେ ବାଉଳା ହୋଇଛନ୍ତି ଓ ମିଶରକୁ କୁପଥରେ ନେଇଛନ୍ତି। ସେହି ପ୍ରାଚୀନଗଣ ଯାହାସବୁ କରିଛନ୍ତି ସେ ସମସ୍ତ କୁକର୍ମ। ମାତାଲ ନିଜ ବାନ୍ତିରେ ଟଳଟଳ ହେଲାପରି ସେମାନେ ମିଶରକୁ ପ୍ରତ୍ୟେକ କାର୍ଯ୍ୟରେ ବିପଥଗାମୀ କରିଛନ୍ତି। Gade chapit la |