Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ମସ୍ତକ କି ଲାଙ୍ଗୁଳ, କି ତାଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଅଧିପତିମାନେ ମିଶର ପାଇଁ କିଛି କରି ପାରିବେ ନାହିଁ। ସେମାନେ, “ମସ୍ତକ କି ଲାଙ୍ଗୁଳ, ତଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ ସେମାନେ ତାହା କରି ପାରିବେ ନାହିଁ।”

Gade chapit la Kopi




ଯିଶାଇୟ 19:15
7 Referans Kwoze  

ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।


ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।


Swiv nou:

Piblisite


Piblisite