ଯିଶାଇୟ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେଦିନ ମିସର ସ୍ତ୍ରୀଗଣର ତୁଲ୍ୟ ହେବ, ପୁଣି ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ। Gade chapit laଓଡିଆ ବାଇବେଲ16 ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ। Gade chapit laପବିତ୍ର ବାଇବଲ16 ସେଦିନ ମିଶରୀୟଗଣ ସ୍ତ୍ରୀ ସଦୃଶ ହେବେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତେବେଳେ ସଦାପ୍ରଭୁ ଦଣ୍ଡ ଦେବା ପାଇଁ ହସ୍ତ ଉତ୍ତୋଳନ କରିବେ, ସେତେବେଳେ ସେମାନେ ଭୟଭୀତ ହେବେ। Gade chapit la |