ଯିଶାଇୟ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Gade chapit laଓଡିଆ ବାଇବେଲ19 ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। Gade chapit laପବିତ୍ର ବାଇବଲ19 ସେହି ସମୟରେ ମିଶରର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ପାଇଁ ଏକ ଯଜ୍ଞବେଦି ହେବ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ। Gade chapit la |
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’