ଯିଶାଇୟ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ। Gade chapit laଓଡିଆ ବାଇବେଲ21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ21 ସେହି ଦିନ ମିଶରୀୟମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚୟ ପାଇବେ। ସେମାନେ ପରମେଶ୍ୱରଙ୍କୁ ପ୍ରେମ କରିବେ। ସେମାନେ ତାଙ୍କୁ ସେବା କରିବେ ଓ ତାଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବେ। ଆଉ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶପଥ ନେବେ ଓ ସେ ଶପଥ ପାଳନ କରିବେ। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”