Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ନୀଳନଦୀ ନିକଟସ୍ଥ, ନୀଳନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳନଦୀ ନିକଟରେ ଯାହା କିଛି ବୁଣାଯାଏ, ସେସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ନଦୀ ତୀରବର୍ତ୍ତୀ ଉଦ୍ଭିଦ ସବୁ ମରିଯିବେ ଓ ପବନରେ ଉଡ଼ି ଯିବେ। ଏପରିକି ନୀଳନଦୀ କୂଳରେ ଜନ୍ମିଥିବା ଗଛଗୁଡ଼ିକ ମରିଯିବେ।

Gade chapit la Kopi




ଯିଶାଇୟ 19:7
7 Referans Kwoze  

ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।


ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।


ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।


ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।


ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।


Swiv nou:

Piblisite


Piblisite