ଯିଶାଇୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit laଓଡିଆ ବାଇବେଲ17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit laପବିତ୍ର ବାଇବଲ17 ସେତେବେଳେ ଲୋକମାନେ ଗର୍ବିତ ହେବାରୁ ନିବୃତ୍ତ ହେବେ। ସେହି ଗର୍ବିତ ମାନବ ନମ୍ର ହେବେ ଏବଂ କେବଳ ସେହି ଦିନରେ ସଦାପ୍ରଭୁ ଉଚ୍ଚରେ ରହିବେ। Gade chapit la |