ଯିଶାଇୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laଓଡିଆ ବାଇବେଲ2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laପବିତ୍ର ବାଇବଲ2 ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।