ଯିଶାଇୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି। Gade chapit laଓଡିଆ ବାଇବେଲ6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। Gade chapit laପବିତ୍ର ବାଇବଲ6 ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟଦ୍ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି। Gade chapit la |
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।