Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।

Gade chapit la Kopi

ଓଡିଆ ବାଇବେଲ

10 ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।

Gade chapit la Kopi

ପବିତ୍ର ବାଇବଲ

10 ଯିଶାଇୟ କହିଲେ, “ହେ ମୋର ଲୋକମାନେ, ମୁଁ ଇସ୍ରାଏଲ ପରମେଶ୍ୱର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭେମାନେ ଶସ୍ୟ ଖଳାରେ ଶସ୍ୟପରି ଦଳିଦେବ।”

Gade chapit la Kopi




ଯିଶାଇୟ 21:10
13 Referans Kwoze  

କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”


ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।


ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”


ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।


ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


Swiv nou:

Piblisite


Piblisite