Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦୁମା ବିଷୟକ ଭାରୋକ୍ତି। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?

Gade chapit la Kopi

ଓଡିଆ ବାଇବେଲ

11 ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?”

Gade chapit la Kopi

ପବିତ୍ର ବାଇବଲ

11 ଦୁମା ବିଷୟରେ ଶୋକବାର୍ତ୍ତା। ଜଣେ ସେୟୀରଠାରୁ ମୋତେ ଡାକି କହିଲେ, “ହେ ପ୍ରହରୀ, ଆଉ ରାତ୍ରି କେତେ ରହିଲା?”

Gade chapit la Kopi




ଯିଶାଇୟ 21:11
24 Referans Kwoze  

ମିଶ୍ମା ଓ ଦୂମା ଓ ମସା,


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।


ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।


ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”


କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;


ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।


ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।


ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?”


ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’


ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।


ଅରାବ୍‍ ଓ ଦୂମା ଓ ଇଶୀୟନ୍‍


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,


ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।


Swiv nou:

Piblisite


Piblisite